National

ଏମ୍ସ କାର୍ଡିଆକ୍ ଆଇସିୟୁରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ

Suvbharat Times/ New Delhi/ 23012021 http://www.suvbharattimes.in/ ନିଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଏବଂ ଫୁସଫୁସ୍ ସଂକ୍ରମଣ ହେତୁ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସଭାପତି ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଶନିବାର ରାତିରେ ଏମ୍ସ ହୃଦରୋଗ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଛି। ହୃଦରୋଗ ବିଭାଗର ପ୍ରଫେସର ଡାକ୍ତର ରାକେଶ ଯାଦବଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଆରମ୍ଭ କରିଛନ୍ତି। ଲାଲୁଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମେଡିକାଲ୍ କର୍ତ୍ତୃପକ୍ଷ ଅଧିକ ସୂଚନା Read more